Joshua 14:6 — Compare Translations

5 translations compared side by side

Odia - 1840
"ଦିନେ ୟିହକ୍ସ୍ଟଦା ପରିବାରବର୍ଗଠାରକ୍ସ୍ଟ କିଛି ଲୋକ ଗିଲ୍ଗଲ୍ ରେ ଥିବା ଯିହାଶୂେୟଙ୍କ ନିକଟକକ୍ସ୍ଟ ଗଲେ। ସହେି ଲୋକମାନଙ୍କ ମଧିଅରେ ଜଣେ ଲୋକ ଥିଲେ। ତାଙ୍କର ନାମ ଥିଲା କାଲେବ୍, ଯେ କି କନିସୀଯ ୟିଫକ୍ସ୍ଟନ୍ନିର ପକ୍ସ୍ଟତ୍ର ଥିଲା। କାଲେବ୍ ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭର ମନେଥିବ ସଦାପ୍ରଭୁ ପରମେଶ୍ବର କାଦେଶ ବର୍ଣ୍ଣଯେ ରେ ଯାହା କହିଥିଲେ। ସଦାପ୍ରଭୁ ତାଙ୍କର ସବେକ ମାଶାଙ୍କେକ୍ସ୍ଟ କହିଥିଲେ ଯାହା ତକ୍ସ୍ଟମ୍ଭ ବିଷଯ ରେ ଓ ମାେ ବିଷଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଯିହୁଦା-ସନ୍ତାନଗଣ ଗିଲ୍ଗଲ୍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ୍ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ଵରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ ।
Odia Bible ERV 2004 (ପବିତ୍ର ବାଇବଲ)
କାଲେବ୍ ତାଙ୍କର ଭୂମି ପାଇଲେ ଦିନେ ଯିହୁଦା ପରିବାରବର୍ଗଠାରୁ କିଛି ଲୋକ ଗି‌ଲ୍‌ଗ‌ଲ୍‌ରେ ଥିବା ଯିହୋଶୂୟଙ୍କ ନିକଟକୁ ଗଲେ। ସେହି ଲୋକମାନଙ୍କ ମଧ୍ୟରେ ଜଣେ ଲୋକ ଥିଲେ। ତାଙ୍କର ନାମ ଥିଲା କାଲେବ୍, ଯେ କି କନିସୀୟ ଯିଫୁନ୍ନିର ପୁତ୍ର ଥିଲା। କାଲେବ୍ ଯିହୋଶୂୟଙ୍କୁ କହିଲେ, “ତୁମ୍ଭର ମନେଥିବ ସଦାପ୍ରଭୁ ପରମେଶ୍ୱର କାଦେଶ ବର୍ଣ୍ଣେୟରେ ଯାହା କହିଥିଲେ। ସଦାପ୍ରଭୁ ତାଙ୍କର ସେବକ ମୋଶାଙ୍କୁ କହିଥିଲେ ଯାହା ତୁମ୍ଭ ବିଷୟରେ ଓ ମୋ’ ବିଷୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍‍ଗଲ୍‍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍‍ଗଲ୍‍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।