Joshua 14:7 — Compare Translations
5 translations compared side by side
Odia - 1840
"ମାେତେ ଯେତବେେଳେ ଗ୍ଭଳିଷ ବର୍ଷ ବଯସ ହାଇେଥିଲା, ସଦାପ୍ରଭୁଙ୍କ ସବେକ ମାଶାେ ମାେତେ ଦେଶ ଅନକ୍ସ୍ଟସନ୍ଧାନ କରିବା ପାଇଁ କାଦେଶ ବର୍ଣ୍ଣଯଠାେରକ୍ସ୍ଟ ପଠାଇ ଥିଲେ। ମୁ ଯାହା ସଂଗ୍ରହ କଲି ତାହା ମାଶାଙ୍କେକ୍ସ୍ଟ ଜଣାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ଵାଦ ଆଣି ଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୋତେ ଯେତେବେଳେ ଗ୍ଭଳିଶ୍ ବର୍ଷ ବୟସ ହୋଇଥିଲା, ସଦାପ୍ରଭୁଙ୍କ ସେବକ ମୋଶା ମୋତେ ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ ବର୍ଣ୍ଣେୟଠାରୁ ପଠାଇ ଥିଲେ। ମୁଁ ଯାହା ସଂଗ୍ରହ କଲି ତାହା ମୋଶାଙ୍କୁ ଜଣାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି।
Odia IRV 2017 (ଓଡିଆ ବାଇବେଲ)
ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି।