Joshua 14:8 — Compare Translations

5 translations compared side by side

Odia - 1840
"ମାରେ ସାଙ୍ଗ ରେ ଅନ୍ୟ ଯେଉଁ ଲୋକମାନେ ୟାଇଥିଲେ, ସମାନେେ ଲୋକମାନଙ୍କୁ ନିରକ୍ସ୍ଟତ୍ସାହିତ କଲେ, ସମାନଙ୍କେ ଖବର ରେ। ମୁ କିନ୍ତୁ ସଦାପ୍ରଭୁଙ୍କର ଅନକ୍ସ୍ଟଗତ ହାଇେ ରହିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ଵରଙ୍କର ଅନୁଗତ ହେଲି ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସାଙ୍ଗରେ ଅନ୍ୟ ଯେଉଁ ଲୋକମାନେ ଯାଇଥିଲେ, ସେମାନେ ଲୋକମାନଙ୍କୁ ନିରୁତ୍ସାହିତ କଲେ, ସେମାନଙ୍କ ଖବରରେ। ମୁଁ କିନ୍ତୁ ସଦାପ୍ରଭୁଙ୍କର ଅନୁଗତ ହୋଇ ରହିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।
Odia IRV 2017 (ଓଡିଆ ବାଇବେଲ)
ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।