Joshua 14:9 — Compare Translations
5 translations compared side by side
Odia - 1840
"ତେଣୁ ସହେିଦିନ, ମାଶାେ ମାଠାେ ରେ ପ୍ରତିଜ୍ଞା କଲେ, ' ଯେଉଁ ଭୂମିରେ ତୁମ୍ଭେ ଗ୍ଭଲିଲ, ତାହା ତୁମ୍ଭର ହବେ। ତୁମ୍ଭର ବଂଶଧରମାନେ ଚିରଦିନ ପାଇଁ ସେ ଭୂମିର ମାଲିକାନା ପାଇବେ। ମୁ ତୁମ୍ଭକୁ ସେ ଭୂମି ଦବେି କାରଣ ତୁମ୍ଭେ ମାରେ ସଦାପ୍ରଭୁ ପରମେଶ୍ବରଙ୍କଠା ରେ ବିଶ୍ବସ୍ତ ହାଇେ ରହିଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କର ଅନୁଗତ ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ଦିନ, ମୋଶା ମୋ’ଠାରେ ପ୍ରତିଜ୍ଞା କଲେ, ‘ଯେଉଁ ଭୂମିରେ ତୁମ୍ଭେ ଗ୍ଭଲିଲ, ତାହା ତୁମ୍ଭର ହେବ। ତୁମ୍ଭର ବଂଶଧରମାନେ ଚିରଦିନ ପାଇଁ ସେ ଭୂମିର ମାଲିକାନା ପାଇବେ। ମୁଁ ତୁମ୍ଭକୁ ସେ ଭୂମି ଦେବି କାରଣ ତୁମ୍ଭେ ମୋର ସଦାପ୍ରଭୁ ପରମେଶ୍ୱରଙ୍କଠାରେ ବିଶ୍ୱସ୍ତ ହୋଇ ରହିଲ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ‘ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କର ଅନୁଗତ ହୋଇଅଛ।’
Odia IRV 2017 (ଓଡିଆ ବାଇବେଲ)
ଏହେତୁ ମୋଶା ସେହି ଦିନ ଶପଥ କରି କହିଲେ, ଯେଉଁ ଭୂମିରେ ତୁମ୍ଭର ପାଦ ପଡ଼ିଅଛି, ତାହା ଅବଶ୍ୟ ତୁମ୍ଭର ଓ ଯୁଗାନୁକ୍ରମେ ତୁମ୍ଭ ସନ୍ତାନଗଣର ଅଧିକାର ହେବ, ଯେହେତୁ ତୁମ୍ଭେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କର ଅନୁଗତ ହୋଇଅଛ।