Joshua 15:1 — Compare Translations

5 translations compared side by side

Odia - 1840
"ୟିହକ୍ସ୍ଟଦା ସନ୍ତାନମାନଙ୍କ ବଂଶର ବାଣ୍ଟ ସମାନଙ୍କେ ପରିବାରବର୍ଗନକ୍ସ୍ଟସା ରେ ଇଦୋମ ସୀମା ପାଶର୍‌ବସ୍ଥ ସିନ୍ ମରକ୍ସ୍ଟଭୂମିର ଦକ୍ଷିଣ ଦିଗ ରେ ଦକ୍ଷିଣ ପ୍ରାନ୍ତ ଭାଗ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ-ସୀମା ପାର୍ଶ୍ଵସ୍ଥ ସିନ୍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାମାନଙ୍କ ପାଇଁ ଭୂମି ଯିହୁଦା ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ପରିବାରବର୍ଗନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସିନ୍ ମରୁଭୂମିର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତ ଭାଗରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସୀନ୍‍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ଵସ୍ଥ ସୀନ୍‍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା।