Joshua 15:10 — Compare Translations
5 translations compared side by side
Odia - 1840
"ଏହାପରେ ସହେି ସୀମା ବାଲାଠାରକ୍ସ୍ଟ ସଯେୀର ପର୍ବତ ପର୍ୟ୍ଯନ୍ତ ପଶ୍ଚିମ ଦିଗ ରେ ବକ୍ସ୍ଟଲିକରି ବସାଲୋନ୍ ନାମ ରେ ପ୍ରସିଦ୍ଧ ୟିଯାରୀମ୍ ପର୍ବତର ଉତ୍ତର ପାଶର୍ବସ୍ଥ ପର୍ୟ୍ଯନ୍ତ ଥିଲା। ତହକ୍ସ୍ଟଁ ସେ ବୈଥ୍ଶମେଶ ରେ ପଡି ତିମ୍ନା ପର୍ୟ୍ଯନ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବୈଥ୍ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେହି ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ୍ ନାମରେ ପ୍ରସିଦ୍ଧ ଯିୟାରୀମ୍ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଥିଲା। ତହୁଁ ସେ ବୈଥ୍ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।