Joshua 15:11 — Compare Translations

5 translations compared side by side

Odia - 1840
"ଏହାପରେ ସେ ସୀମା ଇକ୍ରୋଣର ଉତ୍ତର ପାଶର୍‌ବ ପର୍ୟ୍ଯନ୍ତ ଗଲା। ସଠାେରକ୍ସ୍ଟ ସେ ଶକ୍କରେୋନ୍ ସୀମା ପର୍ୟ୍ଯନ୍ତ ବିସ୍ତୃତ ଥିଲାଓ ବାଲା ପର୍ବତ ରେ ପଡି ୟବନିଯଲେ ପର୍ୟ୍ଯନ୍ତ ଥିଲା। ସହେି ସୀମାର ପ୍ରାନ୍ତ ଭାଗ ସମକ୍ସ୍ଟଦ୍ର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସୀମା ଇକ୍ରୋଣର ଉତ୍ତରପାର୍ଶ୍ଵ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍କେରୋନ୍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍ନିୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା। ସେଠାରୁ ସେ ଶ‌କ୍‌କେରୋନ୍ ସୀମା ପର୍ଯ୍ୟନ୍ତ ବିସ୍ତୃତ ଥିଲା ଓ ବାଲା ପର୍ବତରେ ପଡ଼ି ଯବନିୟେଲ ପର୍ଯ୍ୟନ୍ତ ଥିଲା। ସେହି ସୀମାର ପ୍ରାନ୍ତ ଭାଗ ସମୁଦ୍ର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।