Joshua 15:12 — Compare Translations
5 translations compared side by side
Odia - 1840
"ପଶ୍ଚିମ ସୀମା ସହା ସମକ୍ସ୍ଟଦ୍ର ଓ ତହିଁର ଅଞ୍ଚଳ ପର୍ୟ୍ଯନ୍ତ ଥିଲା। ନିଜ ନିଜ ବଂଶ ଅନକ୍ସ୍ଟସା ରେ ୟିହକ୍ସ୍ଟଦା ସନ୍ତାନଗଣର ଚତକ୍ସ୍ଟର୍ଦ୍ଦିଗସ୍ଥିତ ସୀମା ଏହିପରି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା। ନିଜ ନିଜ ବଂଶ ଅନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହିପରି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।
Odia IRV 2017 (ଓଡିଆ ବାଇବେଲ)
ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।