Joshua 15:13 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ୟିହୋଶୂଯଙ୍କକ୍ସ୍ଟ ନିର୍ଦ୍ଦେଶ ଦଇେଥିଲେ ୟିଫକ୍ସ୍ଟନ୍ନିର ପକ୍ସ୍ଟତ୍ର କାଲବକେକ୍ସ୍ଟ ୟିହକ୍ସ୍ଟଦାର କିଛି ଅଂଶ ଦବୋ ପାଇଁ, ପରମେଶ୍ବରଙ୍କ କଥା ଅନକ୍ସ୍ଟସା ରେ ଯିହାଶୂେୟ କାଲବକେକ୍ସ୍ଟ ଦେଶର କିଛି ଅଂଶ ଦେଲେ। ଯିହାଶୂେୟ ତାଙ୍କୁ କିରିଯଥ ଅର୍ବ ନଗର ଦେଲେ। ତାହା ହିଁ ହିବ୍ରୋଣ। ଅର୍ବ ଆନଙ୍କର ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବ୍ଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥର୍ବ ଦେଲେ, ଅର୍ବ ଅନାକର ପିତା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯିହୋଶୂୟଙ୍କୁ ନିର୍ଦ୍ଦେଶ ଦେଇଥିଲେ ଯିଫୁନ୍ନିର ପୁତ୍ର କାଲେବ୍କୁ ଯିହୁଦାର କିଛି ଅଂଶ ଦେବା ପାଇଁ, ପରମେଶ୍ୱରଙ୍କ କଥା ଅନୁସାରେ ଯିହୋଶୂୟ କାଲେବ୍କୁ ଦେଶର କିଛି ଅଂଶ ଦେଲେ। ଯିହୋଶୂୟ ତାଙ୍କୁ କିରିୟଥ ଅର୍ବ ନଗର ଦେଲେ। ତାହା ହିଁ ହିବ୍ରୋଣ। ଅର୍ବ ଅନାକର ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।