Joshua 15:14 — Compare Translations

5 translations compared side by side

Odia - 1840
"କାଲେବ୍ ସଠାେରକ୍ସ୍ଟ ଅନାକର ବଂଶ ଶେଶଯ ଓ ଅହୀମାନ୍ ଓ ତଲ୍ମଯ ନାମକ ଅନାକର ତିନି ପକ୍ସ୍ଟତ୍ରକକ୍ସ୍ଟ ତଡି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କାଲେବ୍ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାଲେବ୍ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରକୁ ତଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ।