Joshua 15:17 — Compare Translations

5 translations compared side by side

Odia - 1840
"କାଲେବ୍ ଭାଇ କନସର ପକ୍ସ୍ଟତ୍ର ଅନୀଯଲେ ସେ ସହରକକ୍ସ୍ଟ ପରାସ୍ତ କଲେ। ତେଣୁ କାଲେବ୍ ନିଜର କନ୍ଯା ଅକଷାରକକ୍ସ୍ଟ ଅତ୍ନୀଯଲେ ସହିତ ବିବାହ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ କାଲେବ୍ର ଭ୍ରାତା କନସର ପୁତ୍ର ଅନିୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍ଷାର ବିବାହ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାଲେ‌‌ବ୍‌‌ର ଭାଇ କ‌ନସର ପୁତ୍ର ଅତ୍ନୀୟେଲ ସେ ସହରକୁ ପରାସ୍ତ କଲେ। ତେଣୁ କାଲେବ୍ ନିଜର କନ୍ୟା ଅ‌କ୍‌ଷାକୁ ଅତ୍ନୀୟେଲ ସହିତ ବିବାହ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।