Joshua 15:19 — Compare Translations
5 translations compared side by side
Odia - 1840
"ଅକଷାର ଉତ୍ତର ଦେଲେ, ଆପଣା ମାେତେ ଆଶୀର୍ବାଦ କରନ୍ତକ୍ସ୍ଟ। କାରଣ ଆପଣା ମାେତେ ନଗଭରେ ଟାଙ୍ଗରା ଭୂମି ଦଇେଛନ୍ତି। ଦୟାକରି ଜଳ ନିର୍ଝର ମାେତେ ଦିଅନ୍ତକ୍ସ୍ଟ। ତେଣୁ କାଲେବ୍ ସେ ଯାହା ଚାହିଁଲେ ସେ ତାଙ୍କୁ ଦେଲେ। ସେ ତହିଁରେ ଉପରିସ୍ଥ ଓ ଜଳସ୍ଥ ନିର୍ଝର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ । ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅକ୍ଷା ଉତ୍ତର ଦେଲେ, “ଆପଣ ମୋତେ ଆଶୀର୍ବାଦ କରନ୍ତୁ। କାରଣ ଆପଣ ମୋତେ ନେଗେଭର ଟାଙ୍ଗରା ଭୂମି ଦେଇଛନ୍ତି। ଦୟାକରି ଜଳ ନିର୍ଝର ମୋତେ ଦିଅନ୍ତୁ।” ତେଣୁ କାଲେବ୍ ସେ ଯାହା ଗ୍ଭହିଁଲେ ତାଙ୍କୁ ଦେଲେ। ସେ ତହିଁରେ ଉପରିସ୍ଥ ଓ ଜଳସ୍ଥ ନିର୍ଝର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ କହିଲା, “ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ।” ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ। ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।