Joshua 15:2 — Compare Translations
5 translations compared side by side
Odia - 1840
"ସମାନଙ୍କେ ଦକ୍ଷିଣ ସୀମା ଲବଣ ସମକ୍ସ୍ଟଦ୍ରର ପ୍ରାନ୍ତ ଭାଗ ଅର୍ଥାତ୍ ଦକ୍ଷିଣ ଦିଗ ଅଭିମକ୍ସ୍ଟଖ ଆଖାତଠାରକ୍ସ୍ଟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ ଗଣ. ୩୪:୩,୪
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତ ଭାଗ ଅର୍ଥାତ୍ ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର ପ୍ରାନ୍ତଭାଗ, ଅର୍ଥାତ୍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ
Recommended Reading