Joshua 15:20 — Compare Translations
5 translations compared side by side
Odia - 1840
"ଏହି ଦେଶ ୟିହକ୍ସ୍ଟଦା ପରିବାରବର୍ଗର ଅଧିକାର ନିମନ୍ତେ ଦିଆୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦେଶ ଯିହୁଦା ପରିବାରବର୍ଗର ଅଧିକାର ନିମନ୍ତେ ଦିଆଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।
Odia IRV 2017 (ଓଡିଆ ବାଇବେଲ)
ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।