Joshua 15:21 — Compare Translations
5 translations compared side by side
Odia - 1840
"ନଗଭରେ ଦକ୍ଷିଣାଞ୍ଚଳର ଇଦୋମ ସୀମା ନିକଟରେ ୟିହକ୍ସ୍ଟଦା ସନ୍ତାନମାନଙ୍କ ପରିବାରବର୍ଗ ପ୍ରାନ୍ତ ଭାଗସ୍ଥ ଏହିସବୁ ନଗର ଥିଲା, କବ ସେଲ ଓ ଏଦର ଓ ୟାଗକ୍ସ୍ଟର ମଧ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦାସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବସେଲ ଓ ଏଦର ଓ ଯାଗୁର
Odia Bible ERV 2004 (ପବିତ୍ର ବାଇବଲ)
ନେଗେଭର ଦକ୍ଷିଣାଞ୍ଚଳର ଇଦୋମ ସୀମା ନିକଟରେ ଯିହୁଦା ସନ୍ତାନମାନଙ୍କ ପରିବାରବର୍ଗ ପ୍ରାନ୍ତ ଭାଗସ୍ଥ ଏହିସବୁ ନଗର ଥିଲା, କବସେଲ ଓ ଏଦର ଓ ଯାଗୁର ମଧ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା-ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍ସେଲ ଓ ଏଦର ଓ ଯାଗୁର
Odia IRV 2017 (ଓଡିଆ ବାଇବେଲ)
ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍ସେଲ ଓ ଏଦର ଓ ଯାଗୁର