Joshua 15:3 — Compare Translations

5 translations compared side by side

Odia - 1840
"ଏହି ସୀମା ଦକ୍ଷିଣ ଦିଗର ଅନ୍ତ୍ରଦ୍ଦୀମ ଘାଟି ଦଇେ ସିନ୍ ପର୍ୟ୍ଯନ୍ତ ଗଲା। ପକ୍ସ୍ଟଣି ଦକ୍ଷିଣ ରେ କାଦେଶ ବର୍ଣ୍ଣଯେ ପର୍ୟ୍ଯନ୍ତ ଉପରକକ୍ସ୍ଟ ଉଠିଲା ତହିଁ ହିଷ୍ରୋଣ ଦଇେ ଅଦ୍ଦର ଉପରକକ୍ସ୍ଟ ଉଠି କର୍କ୍କା ପର୍ୟ୍ଯନ୍ତ ବକ୍ସ୍ଟଲିକରି ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସିନ୍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସୀମା ଦକ୍ଷିଣ ଦିଗର ଅକ୍ରବ୍ଦୀମ ଘାଟି ଦେଇ ସିନ୍ ପର୍ଯ୍ୟନ୍ତ ଗଲା। ପୁଣି ଦକ୍ଷିଣରେ କାଦେଶ ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା ତହିଁ ହିଷ୍ରୋଣ ଦେଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟି ଦେଇ ସୀନ୍‍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।
Odia IRV 2017 (ଓଡିଆ ବାଇବେଲ)
ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟୀ ଦେଇ ସୀନ୍‍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା।