Joshua 15:47 — Compare Translations

5 translations compared side by side

Odia - 1840
"ଅସଦୋଦ, ତା'ର ଉପନଗର, ଓ ଗ୍ରାମମାନ, ଘାସ, ତହିଁର ଉପନଗର ଓ ଗ୍ରାମଗକ୍ସ୍ଟଡିକ, ମିଶରନଦୀ ଓ ସହାସମକ୍ସ୍ଟଦ୍ର ଓ ତହିଁର ଅଞ୍ଚଳ ପର୍ୟ୍ଯନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅସଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ।
Odia Bible ERV 2004 (ପବିତ୍ର ବାଇବଲ)
ଅସଦୋଦ, ତା’ର ଉପନଗର, ଓ ଗ୍ରାମମାନ, ଘସା, ତହିଁର ଉପନଗର ଓ ଗ୍ରାମଗୁଡ଼ିକ, ମିଶରର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।
Odia IRV 2017 (ଓଡିଆ ବାଇବେଲ)
ଅସ୍‍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।