Joshua 15:5 — Compare Translations
5 translations compared side by side
Odia - 1840
"ପୂର୍ବ ସୀମା ୟର୍ଦ୍ଦନର ପ୍ରାନ୍ତ ପର୍ୟ୍ଯନ୍ତ ଲବଣ ସମକ୍ସ୍ଟଦ୍ର ୟାଏ ଥିଲା। ଉତ୍ତର ସୀମା ୟର୍ଦ୍ଦନ ପ୍ରାନ୍ତର ରେ ସମକ୍ସ୍ଟଦ୍ରର ଅଖାତଠାରକ୍ସ୍ଟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରା; ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା । ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଯାଏ ଥିଲା। ଉତ୍ତର ସୀମା ଯର୍ଦ୍ଦନ ପ୍ରାନ୍ତରରେ ସମୁଦ୍ରର ଅଖାତଠାରୁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା
Odia IRV 2017 (ଓଡିଆ ବାଇବେଲ)
ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା