Joshua 15:6 — Compare Translations
5 translations compared side by side
Odia - 1840
"ଏହାପରେ ଉତ୍ତର ସୀମା ଓ ବୈଥଗ୍ଲା ପର୍ୟ୍ଯନ୍ତ ଉଠି ବୈଥ୍ ଅରାବାର ଉତ୍ତର ଦଇେ ଗଲା। ତହକ୍ସ୍ଟଁ ସେ ସୀମା ବୋହନର ପ୍ରସ୍ତର ପର୍ୟ୍ଯନ୍ତ ଗଲା। ବୋହନ ଥିଲେ ରୂବନ୍ରେ ପକ୍ସ୍ଟତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେହି ସୀମା ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈଥ୍ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଉତ୍ତର ସୀମା ଓ ବୈଥଗ୍ଲା ପର୍ଯ୍ୟନ୍ତ ଉଠି ବୈଥ୍ଅରାବାର ଉତ୍ତର ଦେଇ ଗଲା। ତହୁଁ ସେ ସୀମା ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା। ବୋହନ ଥିଲେ ରୁବେନ୍ର ପୁତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।
Odia IRV 2017 (ଓଡିଆ ବାଇବେଲ)
ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା।