Joshua 15:63 — Compare Translations
5 translations compared side by side
Odia - 1840
"ମାତ୍ର ୟିହକ୍ସ୍ଟଦା ସନ୍ତାନଗଣ ୟିରକ୍ସ୍ଟଶାଲମ ନିବାସୀମାନଙ୍କୁ ତଡିଦଇେ ପାରିଲେ ନାହିଁ। ଏହି ହତେକ୍ସ୍ଟ ୟିବୂଷୀଯମାନେ ଆଜି ପର୍ୟ୍ଯନ୍ତ ୟିହକ୍ସ୍ଟଦା ସନ୍ତାନଗଣ ସହିତ ୟିରକ୍ସ୍ଟଶାଲମ ରେ ବାସ କରୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯିହୁଦା ସନ୍ତାନଗଣ ଯିରୁଶାଲମ ନିବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ। ଏହି ହେତୁ ଯିବୂଷୀୟମାନେ ଆଜି ପର୍ଯ୍ୟନ୍ତ ଯିହୁଦା ସନ୍ତାନଗଣ ସହିତ ଯିରୁଶାଲମରେ ବାସ କରୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି।