Joshua 15:7 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ସହେି ସୀମା ଆଖୋର ଉପତ୍ୟକାଠାରକ୍ସ୍ଟ ଦବୀର ଆଡକକ୍ସ୍ଟ ଗଲା। ଏହିପରି ନଦୀର ଦକ୍ଷିଣ ପାରିସ୍ଥ ଅଦକ୍ସ୍ଟମ୍ମୀମ୍ ଘାଟି ସମ୍ମକ୍ସ୍ଟଖସ୍ଥ ଗିଲ୍ଗଲ୍ ଆଡକକ୍ସ୍ଟ ୟାଇ ଉତ୍ତର ଦିଗକକ୍ସ୍ଟ ୟାଇଛି ଓ ଐନ୍ ଶମେଶ୍ ନାମକ ଜଳାଶଯ ଆଡକକ୍ସ୍ଟ ଚଳିଲା ଓ ତହିଁର ଶଷେଭାଗ ଐନ୍ ରୋଗଲେ ନିକଟରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେହି ସୀମା ଆଖୋର୍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟୀ ସମ୍ମୁଖସ୍ଥ ଗିଲ୍ଗଲ୍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍-ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍-ରୋଗେଲ୍⇧ ନିକଟରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ସେହି ସୀମା ଆଖୋର ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା। ଏହିପରି ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍ ଘାଟି ସମ୍ମୁଖସ୍ଥ ଗି‌ଲ୍‌ଗଲ୍ ଆଡ଼କୁ ଯାଇ ଉତ୍ତର ଦିଗକୁ ଯାଇଛି ଓ ଐନ୍ ଶେମଶ୍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ଶେଷଭାଗ ଐ‌ନ୍‌-ରୋଗେଲ୍ ନିକଟରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟି ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟୀ ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା।