Joshua 15:8 — Compare Translations

5 translations compared side by side

Odia - 1840
"ସହେି ସୀମା ହିନ୍ନୋମ ଉପତ୍ୟକା ଦଇେ ଉଠି ଦକ୍ଷିଣ ଦିଗ ରେ ୟିବୂଷ ନଗର ଆଡକକ୍ସ୍ଟ ଗଲା, ଏହାକକ୍ସ୍ଟ ୟିରକ୍ସ୍ଟଶାଲମ କହନ୍ତି। ଏହିପରି ସହେି ସୀମା ପଶ୍ଚିମ ରେ ହିନ୍ନୋମ ଉପତ୍ୟକା ପର୍ୟ୍ଯନ୍ତ ଗଲା। ଏହା ରଫାଯିମ ଉପତ୍ୟକାର ଉତ୍ତର ପ୍ରାନ୍ତସ୍ଥିତ ପର୍ୟ୍ଯନ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟିମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସୀମା ହିନ୍ନୋମ ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ନଗର ଆଡ଼କୁ ଗଲା, ଏହାକୁ ଯିରୁଶାଲମ କହନ୍ତି। ଏହିପରି ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ପର୍ଯ୍ୟନ୍ତ ଗଲା। ଏହା ରଫାୟିମ ଉପତ୍ୟକାର ଉତ୍ତର ପ୍ରାନ୍ତସ୍ଥିତ ପର୍ଯ୍ୟନ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତ ଶୃଙ୍ଗ ପର୍ଯ୍ୟନ୍ତ ଗଲା।
Odia IRV 2017 (ଓଡିଆ ବାଇବେଲ)
ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତଶୃଙ୍ଗ ପର୍ଯ୍ୟନ୍ତ ଗଲା।