Joshua 15:9 — Compare Translations
5 translations compared side by side
Odia - 1840
"ସହେି ସ୍ଥାନଠାରକ୍ସ୍ଟ ସୀମା ସହେି ପର୍ବତ ଶୃଙ୍ଗଠାରକ୍ସ୍ଟ ନଲ୍ଗୋହର ଜଳ ନିର୍ଝର ପର୍ୟ୍ଯନ୍ତ ଥିଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡକକ୍ସ୍ଟ ଗଲା। ପକ୍ସ୍ଟଣି ସହେି ସୀମା କିରିଯାଥ-ୟିଯାରୀମ୍ ନାମ ରେ ପ୍ରସିଦ୍ଧ ବାଲା ପର୍ୟ୍ଯନ୍ତ ବିସ୍ତୃତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟାଥ୍ ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସ୍ଥାନଠାରୁ ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ଥିଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା। ପୁଣି ସେହି ସୀମା କିରିୟାଥ-ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍-ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍-ଯିୟାରୀମ୍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା।