Joshua 16:1 — Compare Translations

5 translations compared side by side

Odia - 1840
"ଯୋଷଫେର ପରିବାରବର୍ଗ ଏହି ଦେଶ ପାଇଲେ, ଯାହାକି ୟର୍ଦ୍ଦନ ନଦୀ ନିକଟସ୍ଥ ଯିରୀହାଠାେରକ୍ସ୍ଟ ଆରମ୍ଭ କରି ଯିରୀହାରେ ଜଳ ନିକଟବର୍ତ୍ତୀ ୟାଏ ବ୍ଯାପିଥିଲା। ଏହାର ସୀମା ଯିରୀହାଠାେରକ୍ସ୍ଟ ପର୍ବତମଯ ଦେଶ ବୈଥେଲ୍ ପର୍ୟ୍ଯନ୍ତ ବିସ୍ତୃତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋ- ଠାରୁ ପର୍ବତମୟ ଦେଶ ଦେଇ ବୈଥେଲକୁ ଊର୍ଦ୍ଧ୍ଵଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଫ୍ରୟିମ ଓ ମନଃଶି ପାଇଁ ଦେଶ ଯୋଷେଫଙ୍କର ପରିବାରବର୍ଗ ଏହି ଦେଶ ପାଇଲେ, ଯାହାକି ଯର୍ଦ୍ଦନ ନଦୀ ନିକଟସ୍ଥ ଯିରୀହୋଠାରୁ ଆରମ୍ଭ କରି ଯିରୀହୋର ଜଳ ନିକଟବର୍ତ୍ତୀ ଯାଏ ବ୍ୟାପିଥିଲା। ଏହାର ସୀମା ଯିରୀହୋଠାରୁ ପର୍ବତମୟ ଦେଶ ବୈଥେଲ୍ ପର୍ଯ୍ୟନ୍ତ ବିସ୍ତୃତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍‍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୂର୍ବଦିଗସ୍ଥିତ ଯିରୀହୋର ଜଳ ନିକଟବର୍ତ୍ତୀ ଯିରୀହୋ ସନ୍ନିକଟ ଯର୍ଦ୍ଦନ ଅବଧି ଯିରୀହୋଠାରୁ ପର୍ବତମୟ ଦେଶ ଦେଇ ବେଥେଲ୍‍କୁ ଉର୍ଦ୍ଧ୍ବଗାମୀ ପ୍ରାନ୍ତର ଯୋଷେଫ-ସନ୍ତାନମାନଙ୍କ ବାଣ୍ଟ ହେଲା।