Joshua 16:10 — Compare Translations

5 translations compared side by side

Odia - 1840
"କିଣାନୀଯମାନଙ୍କୁ ଗଷେରକକ୍ସ୍ଟ ତଡିବା ପାଇଁ। କିନ୍ତୁ ଇଫ୍ରଯିମ ଲୋକମାନେ ସକ୍ଷମ ହେଲେ ନାହିଁ। ତେଣୁ କିଣାନୀଯ ଲୋକମାନେ ଆଜି ପର୍ୟ୍ଯନ୍ତ ମଧ୍ଯ ଇଫ୍ରଯିମ ଲୋକମାନଙ୍କ ସହିତ ବାସ କରୁଛନ୍ତି। କିନ୍ତୁ କିଣାନୀଯ ଲୋକମାନେ ଇଫ୍ରଯିମ ଲୋକମାନଙ୍କର ଦାସ ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିଣାନୀୟମାନଙ୍କୁ ଗେଷରକୁ ତଡ଼ିବା ପାଇଁ। କିନ୍ତୁ ଇଫ୍ରୟିମ ଲୋକମାନେ ସକ୍ଷମ ହେଲେ ନାହିଁ। ତେଣୁ କିଣାନୀୟ ଲୋକମାନେ ଆଜି ପର୍ଯ୍ୟନ୍ତ ମଧ୍ୟ ଇଫ୍ରୟିମ ଲୋକମାନଙ୍କ ସହିତ ବାସ କରୁଛନ୍ତି। କିନ୍ତୁ କିଣାନୀୟ ଲୋକମାନେ ଇଫ୍ରୟିମ ଲୋକମାନଙ୍କର ଦାସ ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ିଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ଗେଷରବାସୀ କିଣାନୀୟମାନଙ୍କୁ ତଡ଼ି ଦେଲେ ନାହିଁ; ତେଣୁ କିଣାନୀୟମାନେ ଆଜି ପର୍ଯ୍ୟନ୍ତ ଇଫ୍ରୟିମ ମଧ୍ୟରେ ବାସ କରି ସେମାନଙ୍କର ବେଠିକର୍ମ କରି ଦାସ ହୋଇ ରହିଅଛନ୍ତି।