Joshua 16:2 — Compare Translations
5 translations compared side by side
Odia - 1840
"ଏହାପରେ ଏହାର ସୀମା ବୈଥେଲ୍ଠାରକ୍ସ୍ଟ (ଲିସ୍) ଅର୍କୀଯ ସୀମା ଦଇେ ଅଟାରୋତକକ୍ସ୍ଟ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସୀମା ବୈଥେଲଠାରୁ ଲୁସକୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତକୁ ଗଲା;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଏହାର ସୀମା ବୈଥେଲ୍ଠାରୁ (ଲୁସ) ଅର୍କୀୟ ସୀମା ଦେଇ ଅଟାରୋତକୁ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସୀମା ବେଥେଲ୍ଠାରୁ ଲୂସ୍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍କୁ ଗଲା;
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସୀମା ବେଥେଲ୍ଠାରୁ ଲୂସ୍କୁ ଗଲା ଓ ଅର୍କୀୟ ସୀମା ଦେଇ ଅଟାରୋତ୍କୁ ଗଲା;