Joshua 16:3 — Compare Translations
5 translations compared side by side
Odia - 1840
"ପଶ୍ଚିମ ରେ ୟଫଲଟେୀଯ ସୀମା ଆଡେ ଓ ନିମ୍ନଗାମୀ ବୈଥୋରୋଣର ସୀମା ଓ ଗଷେର ପର୍ୟ୍ଯନ୍ତ ଗଲା ଓ ତହିଁର ପ୍ରାନ୍ତ ଭାଗ ସମକ୍ସ୍ଟଦ୍ର ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବୈଥୋରୋଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପଶ୍ଚିମରେ ଯଫଲେଟୀୟ ସୀମା ଆଡ଼େ ଓ ନିମ୍ନଗାମୀ ବୈଥୋରୋଣର ସୀମା ଓ ଗେଷର୍ ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତ ଭାଗ ସମୁଦ୍ରରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ପଶ୍ଚିମ ଦିଗରେ ଯଫ୍ଲେଟୀୟ ସୀମା ଆଡ଼େ ନିମ୍ନଗାମୀ ବେଥ୍-ହୋରଣର ସୀମା ଓ ଗେଷର ପର୍ଯ୍ୟନ୍ତ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।