Joshua 16:4 — Compare Translations
5 translations compared side by side
Odia - 1840
"ଏହିପରି ଯୋଷଫେର ସନ୍ତାନ ମନଃଶି ଏବଂ ଇଫ୍ରଯିମ ତାଙ୍କର ନିଜ ନିଜ ଅଧିକାର ପାଇଲେ। ଇଫ୍ରଯିମ ଓ ମନଃଶି ଯୋଷଫଙ୍କେର ସନ୍ତାନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଯୋଷେଫଙ୍କର ସନ୍ତାନ ମନଃଶି ଏବଂ ଇଫ୍ରୟିମ ତାଙ୍କର ନିଜ ନିଜ ଅଧିକାର ପାଇଲେ। ଇଫ୍ରୟିମ ଓ ମନଃଶି ଯୋଷେଫଙ୍କର ସନ୍ତାନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଯୋଷେଫର ସନ୍ତାନ ମନଃଶି ଓ ଇଫ୍ରୟିମ ଆପଣା ଆପଣା ଅଧିକାର ଗ୍ରହଣ କଲେ।