Joshua 16:5 — Compare Translations

5 translations compared side by side

Odia - 1840
"ଏହି ଭୂମି ଇଫ୍ରଯିମ ଲୋକଙ୍କକ୍ସ୍ଟ ଅଧିକାର ପାଇଁ ଦିଆ ୟାଇଥିଲା। ଏହାର ପୂର୍ବ ସୀମା ଉଚ୍ଚସୀମା ବୈଥୋରୋଣ ପର୍ୟ୍ଯନ୍ତ ଅଟାରୋତ୍-ଅଦ୍ଦର ସମାନଙ୍କେର ଅଧିକାର ସୀମା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍ ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଭୂମି ଇଫ୍ରୟିମ ଲୋକଙ୍କୁ ଅଧିକାର ପାଇଁ ଦିଆ ଯାଇଥିଲା। ଏହାର ପୂର୍ବ ସୀମା ଉଚ୍ଚ ସୀମା ବୈଥୋରୋଣ ପର୍ଯ୍ୟନ୍ତ ଅଟାରୋତ୍-ଅଦ୍ଦର ସେମାନଙ୍କର ଅଧିକାର ସୀମା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବ ଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍‍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।
Odia IRV 2017 (ଓଡିଆ ବାଇବେଲ)
ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନଗଣର ସୀମା ଏରୂପ ଥିଲା; ପୂର୍ବଦିଗରେ ଉଚ୍ଚତର ବେଥ୍-ହୋରଣ ପର୍ଯ୍ୟନ୍ତ ଅଟାରୋତ୍‍-ଅଦ୍ଦର ସେମାନଙ୍କ ଅଧିକାରର ସୀମା ହେଲା।