Joshua 16:6 — Compare Translations
5 translations compared side by side
Odia - 1840
"ସେ ସୀମା ପଶ୍ଚିମ ଦିଗ ରେ ମିକ୍ମଥତ୍ ଉତ୍ତର ରେ ବାହାରି ଗଲା। ସଠାେରକ୍ସ୍ଟ ସେ ସୀମା ପୂର୍ବଦିଗ ବକ୍ସ୍ଟଲି ତାନତ୍ ଶିଲୋ ପର୍ୟ୍ଯନ୍ତ ତହିଁ ନିକଟ ଦଇେ ପୂର୍ବ ଦିଗ ରେ ୟା ନୋହ ୟାଏ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍-ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରି ଗଲା। ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍ ଶିଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ପୂର୍ବ ଦିଗରେ ଯାନୋହ ଯାଏ ଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବ ଦିଗରେ ଯାନୋହକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସୀମା ପଶ୍ଚିମ ଦିଗରେ ମିକ୍ମଥତ୍ ଉତ୍ତରରେ ବାହାରିଗଲା; ସେଠାରୁ ସେ ସୀମା ପୂର୍ବଦିଗ ବୁଲି ତାନତ୍ଶୀଲୋ ପର୍ଯ୍ୟନ୍ତ ତହିଁ ନିକଟ ଦେଇ ଯାଇ ପୂର୍ବଦିଗରେ ଯାନୋହକୁ ଗଲା।