Joshua 16:7 — Compare Translations

5 translations compared side by side

Odia - 1840
"ଏହାପରେ ୟା ନୋହଠାରକ୍ସ୍ଟ ଅଟାରୋତ୍ ଓ ନାରତ୍ ଦଇେ ୟାଇ ଯିରୀହାେ ପର୍ୟ୍ଯନ୍ତ ୟାଇ ୟର୍ଦ୍ଦନ ରେ ବାହାରିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାନୋହଠାରୁ ଅଟାରୋତ୍ ଓ ନାରତ୍ ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଯାନୋହଠାରୁ ଅଟାରୋତ୍ ଓ ନାରତ୍ ଦେଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯାନୋହଠାରୁ ଅଟାରୋତ୍‍ ଓ ନାରା ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯାନୋହଠାରୁ ଅଟାରୋତ୍‍ ଓ ନାରା ହୋଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।