Joshua 16:8 — Compare Translations
5 translations compared side by side
Odia - 1840
"ତହକ୍ସ୍ଟଁ ଏହାର ସୀମା ପଶ୍ଚିମ ତପୂହଠାରକ୍ସ୍ଟ କାନ୍ନା ନଦୀଦଇେ ଗଲା ଓ ଏହାର ପ୍ରାନ୍ତ ଭାଗ ସମକ୍ସ୍ଟଦ୍ର ରେ ଥିଲା। ନିଜ ନିଜ ବଂଶାନକ୍ସ୍ଟସା ରେ ଇଫ୍ରଯିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା । ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ-ସନ୍ତାନମାନଙ୍କ ବଂଶର ଏହି ଅଧିକାର ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଏହାର ସୀମା ପଶ୍ଚିମ ତପୂହଠାରୁ କାନ୍ନା ନଦୀଦେଇ ଗଲା ଓ ଏହାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ନିଜ ନିଜ ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ସୀମା ତପୂହଠାରୁ ପଶ୍ଚିମ ଦିଗ ହୋଇ କାନ୍ନା ନଦୀ ଦେଇ ଗଲା ଓ ତହିଁର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ଆପଣା ଆପଣା ବଂଶାନୁସାରେ ଇଫ୍ରୟିମ ସନ୍ତାନମାନଙ୍କ ବଂଶର ଏହି ଅଧିକାର।