Joshua 16:9 — Compare Translations
5 translations compared side by side
Odia - 1840
"ଏହା ଛଡା ମନଃଶି ସନ୍ତାନଗଣର ଅଧିକାର ମଧିଅରେ ଇଫ୍ରଯିମ ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମତେ ବହକ୍ସ୍ଟତ ନଗର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ଛଡ଼ା ମନଃଶି ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ ସନ୍ତାନଗଣର ପୃଥକୀକୃତ ଗ୍ରାମ ସମେତ ବହୁତ ନଗର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହାଛଡ଼ା ମନଃଶି-ସନ୍ତାନଗଣର ଅଧିକାର ମଧ୍ୟରେ ଇଫ୍ରୟିମ-ସନ୍ତାନଗଣର ପୃଥକସ୍ଥିତ ଗ୍ରାମ ସମେତ ନାନା ନଗର ଥିଲା।