Joshua 17:1 — Compare Translations
5 translations compared side by side
Odia - 1840
"ଏହାପରେ ମନଃଶି ପରିବାରବର୍ଗର ଲୋକମାନେ ଭୂମିର ଅଧିକାରୀ ହେଲେ। ମନଃଶି ଥିଲେ ଯୋଷଫଙ୍କେର ପ୍ରଥମ ପକ୍ସ୍ଟତ୍ର। ମନଃଶିଙ୍କର ପ୍ରଥମ ପକ୍ସ୍ଟତ୍ର ମାଖୀର ଗିଲିଯଦର ପିତା ଥିଲା। ମାଖୀର ଥିଲେ ଜଣେ ଯୋଦ୍ଧା ସୈନିକ। ତେଣୁ ଗିଲିଯଦ ଏବଂ ବାଶନର ସମସ୍ତ ଭୂମି ତାଙ୍କୁ ଓ ତାଙ୍କର ଉତ୍ତରାଧିକାରୀମାନଙ୍କୁ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା । ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମନଃଶି ପରିବାରବର୍ଗର ଲୋକମାନେ ଭୂମିର ଅଧିକାରୀ ହେଲେ। ମନଃଶି ଥିଲେ ଯୋଷେଫଙ୍କର ପ୍ରଥମ ପୁତ୍ର। ମନଃଶିଙ୍କର ପ୍ରଥମ ପୁତ୍ର ମାଖୀର ଗିଲିୟଦର ପିତା ଥିଲା। ମାଖୀର ଥିଲେ ଜଣେ ଯୋଦ୍ଧା ସୈନିକ। ତେଣୁ ଗିଲିୟଦ ଏବଂ ବାଶନର ସମସ୍ତ ଭୂମି ତାଙ୍କୁ ଓ ତାଙ୍କର ଉତ୍ତରାଧିକାରୀମାନଙ୍କୁ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା। ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା।
Odia IRV 2017 (ଓଡିଆ ବାଇବେଲ)
ମନଃଶି ବଂଶର ଏହି ବାଣ୍ଟ; ଯେହେତୁ ସେ ଯୋଷେଫର ଜ୍ୟେଷ୍ଠ ପୁତ୍ର ଥିଲା। ଗିଲୀୟଦର ପିତା, ମନଃଶିର ଜ୍ୟେଷ୍ଠ ପୁତ୍ର ମାଖୀର, ଯୋଦ୍ଧା ହେବା ହେତୁରୁ ଗିଲୀୟଦ ଓ ବାଶନ ପାଇଥିଲା।