Joshua 17:10 — Compare Translations

5 translations compared side by side

Odia - 1840
"ଦକ୍ଷିଣ ଭାଗ ରେ ଥିବା ଭୂମି ଇଫ୍ରଯିମମାନଙ୍କ ଅଧିନ ରେ ରହିଲା। ଉତ୍ତର ରେ ଥିବା ଭୂମି ମନଃଶିର ସନ୍ତାନମାନଙ୍କ ଅଧିକାର ରେ ରହିଲା। ଏବଂ ଏହାର ସୀମା ଥିଲା ସମକ୍ସ୍ଟଦ୍ର। ଏହି ସୀମା ଉତ୍ତର ରେ ଆଶରେ ସୀମାକକ୍ସ୍ଟ ଛକ୍ସ୍ଟଇଁ ଥିଲା। ଏବଂ ଇଷାଖର ଭୂମି ପୂର୍ବ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର୍ ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦକ୍ଷିଣ ଭାଗରେ ଥିବା ଭୂମି ଇଫ୍ରୟିମମାନଙ୍କ ଅଧୀନରେ ରହିଲା। ଉତ୍ତରରେ ଥିବା ଭୂମି ମନଃଶିର ସନ୍ତାନମାନଙ୍କ ଅଧିକାରରେ ରହିଲା। ଏବଂ ଏହାର ସୀମା ଥିଲା ସମୁଦ୍ର। ଏହି ସୀମା ଉତ୍ତରରେ ଆଶେର ସୀମାକୁ ଛୁଇଁ ଥିଲା। ଏବଂ ଇଷାଖର ଭୂମି ପୂର୍ବରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା।
Odia IRV 2017 (ଓଡିଆ ବାଇବେଲ)
ଦକ୍ଷିଣ ଦିଗ ଇଫ୍ରୟିମର ଓ ଉତ୍ତର ଦିଗ ମନଃଶିର ଥିଲା ଓ ସମୁଦ୍ର ତାହାର ସୀମା ଥିଲା; ପୁଣି ତାହା ଉତ୍ତର ଦିଗରେ ଆଶେର ପର୍ଯ୍ୟନ୍ତ ଓ ପୂର୍ବ ଦିଗରେ ଇଷାଖର ପର୍ଯ୍ୟନ୍ତ ଗଲା।