Joshua 17:11 — Compare Translations

5 translations compared side by side

Odia - 1840
"ଇଷାଖର ଓ ଆଶରେ ମଧିଅରେ ବୈଥ୍ଶାନ୍ ଓ ତହିଁର ଉପନଗର ୟିବଲିଯମ ଓ ତା'ର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ ଐନ୍ଦୋର ଓ ତହିଁର ଉପନଗର ନିବାସୀଗଣ ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇଷାଖର ଓ ଆଶେର୍ ମଧ୍ୟରେ ବୈଥ୍ଶାନ ଓ ତହିଁର ଉପନଗର, ଯିବ୍ଲୀୟମ୍ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମିଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇଷାଖର ଓ ଆଶେର ମଧ୍ୟରେ ବୈ‌ଥ୍‌ଶାନ୍ ଓ ତହିଁର ଉପନଗର ଯିବଲିୟମ ଓ ତା’ର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ ଐ‌ନ୍‌ଦୋର ଓ ତହିଁର ଉପନଗର ନିବାସୀଗଣ ତାନକ୍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇଷାଖର ଓ ଆଶେର ମଧ୍ୟରେ ବେଥ୍-ଶାନ ଓ ତହିଁର ଉପନଗର, ଯିବ୍ଲିୟିମ ଓ ତହିଁର ଉପନଗର, ଦୋର ଓ ତହିଁର ଉପନଗର ନିବାସୀଗଣ, ଐନ୍‍-ଦୋର ଓ ତହିଁର ଉପନଗର ନିବାସୀଗଣ, ତାନକ୍‍ ଓ ତହିଁର ଉପନଗର ନିବାସୀଗଣ, ମଗିଦ୍ଦୋ ଓ ତହିଁର ଉପନଗର ନିବାସୀଗଣ, ଏହି ତିନି ଉପପର୍ବତ ମନଃଶି ପାଇଲା।
Odia IRV 2017 (ଓଡିଆ ବାଇବେଲ)