Joshua 17:12 — Compare Translations

5 translations compared side by side

Odia - 1840
"ତଥାପି ମନଃଶିର ସନ୍ତାନଗଣ ସହେିସବୁ ନଗରବାସୀମାନଙ୍କୁ ତଡିଦଇେ ପାରିଲେ ନାହିଁ। ତେଣୁ କିଣାନୀଯ ଲୋକମାନେ ସହେି ଦେଶ ରେ ବାସ କରିବାକୁ ମନସ୍ଥ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ମନଃଶିର ସନ୍ତାନଗଣ ସେହିସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ମନଃଶିର ସନ୍ତାନଗଣ ସେହିସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ। ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ମନଃଶିର ସନ୍ତାନଗଣ ସେହି ସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ମନଃଶିର ସନ୍ତାନଗଣ ସେହିସବୁ ନଗରବାସୀମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ତେଣୁ କିଣାନୀୟ ଲୋକମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।