Joshua 17:13 — Compare Translations
5 translations compared side by side
Odia - 1840
"କିନ୍ତୁ ଇଶ୍ରାୟେଲ ବାସୀଗଣ ଅଧିକ ଶକ୍ତିଶାଳୀ ହବୋକକ୍ସ୍ଟ ଲାଗିଲେ। ଏହାପରେ ସମାନେେ କିଣାନୀଯମାନଙ୍କୁ ବେଠିକାମ କରିବାକୁ ବାଧ୍ଯ କଲେ। କିନ୍ତୁ ସମାନେେ କିଣାନୀଯମାନଙ୍କୁ ସଠାେରକ୍ସ୍ଟ ତଡିଦବୋ ପାଇଁ ବାଧ୍ଯ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପରାକ୍ରା; ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ନିଃଶେଷ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଇସ୍ରାଏଲବାସୀଗଣ ଅଧିକ ଶକ୍ତିଶାଳୀ ହେବାକୁ ଲାଗିଲେ। ଏହା ପରେ ସେମାନେ କିଣାନୀୟମାନଙ୍କୁ ବେଠିକାମ କରିବାକୁ ବାଧ୍ୟ କଲେ। କିନ୍ତୁ ସେମାନେ କିଣାନୀୟମାନଙ୍କୁ ସେଠାରୁ ତଡ଼ିଦେବା ପାଇଁ ବାଧ୍ୟ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ପରାକ୍ରାନ୍ତ ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ପରାକ୍ରାନ୍ତ ହୁଅନ୍ତେ, କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ି ଦେଲେ ନାହିଁ।