Joshua 17:14 — Compare Translations

5 translations compared side by side

Odia - 1840
"ଯୋଷେଫ୍ ବଂଶଧର ଯିହାଶୂେୟଙ୍କକ୍ସ୍ଟ କହିଲେ, ତୁମ୍ଭେ ଅଧିକାରାର୍ଥେ ଆମ୍ଭକକ୍ସ୍ଟ କବଳେ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦଲେ? ଯାହାକକ୍ସ୍ଟ ସଦାପ୍ରଭୁ ଲୋକମାନଙ୍କୁ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯୋଷେଫ-ସନ୍ତାନଗଣ ଯିହୋଶୂୟଙ୍କ ନିକଟକୁ ଆସି କହିଲେ, ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ? ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆଶୀର୍ବାଦ କରିବାରୁ ଆମ୍ଭେ ତ ବହୁପ୍ରଜ ହୋଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୋଷେଫ ବଂଶଧର ଯିହୋଶୂୟଙ୍କୁ କହିଲେ, “ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ? ଯାହାକୁ ସଦାପ୍ରଭୁ ଲୋକମାନଙ୍କୁ ଦେଇଥିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯୋଷେଫ-ସନ୍ତାନଗଣ ଯିହୋଶୂୟଙ୍କ ନିକଟକୁ ଆସି କହିଲେ, “ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ? ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆଶୀର୍ବାଦ କରିବାରୁ ଆମ୍ଭେ ତ ବହୁଗୋଷ୍ଠୀ ହୋଇଅଛୁ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯୋଷେଫ-ସନ୍ତାନଗଣ ଯିହୋଶୂୟଙ୍କ ନିକଟକୁ ଆସି କହିଲେ, ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ? ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆଶୀର୍ବାଦ କରିବାରୁ ଆମ୍ଭେ ତ ବହୁଗୋଷ୍ଠୀ ହୋଇଅଛୁ।