Joshua 17:15 — Compare Translations
5 translations compared side by side
Odia - 1840
"ଯିହାଶୂେୟ ସମାନଙ୍କେୁ ଉତ୍ତର ଦଇେ କହିଲେ, ଯଦି ତୁମ୍ଭେ ବହକ୍ସ୍ଟତ ଲୋକ ଅଛ, ତବେେ ତୁମ୍ଭେ ପର୍ବତମଯ ବଣ ଅଞ୍ଚଳକକ୍ସ୍ଟ ୟାଅ। ଏବଂ ବଣ ସଫା କରି ତାକକ୍ସ୍ଟ ବାସପୟୋଗୀ କର। ବର୍ତ୍ତମାନ ସେ ଭୂମି ପରିଷୀଯ ଏବଂ ରଫୋଯୀ ଲୋକମାନଙ୍କ ଅଧିନ ରେ ଅଛି। ଯଦି ଇଫ୍ରଯିମ ପାର୍ବତ୍ଯ ଅଞ୍ଚଳ ତୁମ୍ଭକୁ କମ୍ ହେଉଛି, ତବେେ ତୁମ୍ଭେ ୟାଅ ଏବଂ ସେ ଭୂମିକକ୍ସ୍ଟ ନିଜ ଅଧିନକକ୍ସ୍ଟ ନିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେ ଯେବେ ବହୁପ୍ରଜ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଙ୍କୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପିରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ସେମାନଙ୍କୁ ଉତ୍ତର ଦେଇ କହିଲେ, “ଯଦି ତୁମ୍ଭେ ବହୁତ ଲୋକ ଅଛ, ତେବେ ତୁମ୍ଭେ ପର୍ବତମୟ ବଣ ଅଞ୍ଚଳକୁ ଯାଅ। ଏବଂ ବଣ ସଫା କରି ତାକୁ ବାସପଯୋଗୀ କର। ବର୍ତ୍ତମାନ ସେ ଭୂମି ପିରିଷୀୟ ଏବଂ ରଫାୟୀୟ ଲୋକମାନଙ୍କ ଅଧୀନରେ ଅଛି। ଯଦି ଇଫ୍ରୟିମର ପାର୍ବତ୍ୟ ଅଞ୍ଚଳ ତୁମ୍ଭକୁ କମ୍ ହେଉଛି, ତେବେ ତୁମ୍ଭେ ଯାଅ ଏବଂ ସେ ଭୂମିକୁ ନିଜ ଅଧୀନକୁ ନିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେ ଯେବେ ବହୁଗୋଷ୍ଠୀ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଂକୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୋଶୂୟ ସେମାନଙ୍କୁ କହିଲେ, ତୁମ୍ଭେ ଯେବେ ବହୁଗୋଷ୍ଠୀ ହୋଇଅଛ ଓ ତହିଁ ସକାଶୁ ଯେବେ ଇଫ୍ରୟିମର ପର୍ବତମୟ ଦେଶ ତୁମ୍ଭ ପାଇଁ ସଙ୍କୀର୍ଣ୍ଣ ହେଉଅଛି, ତେବେ ସେହି ବନକୁ ଉଠିଯାଅ; ଆଉ ସେଠାରେ ପରିଷୀୟ ଓ ରଫାୟୀୟମାନଙ୍କ ଦେଶରେ ଆପଣା ପାଇଁ ବନ କାଟ।