Joshua 17:18 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସହେି ପର୍ବତମଯ ଦେଶକକ୍ସ୍ଟ ନବେ। ଏହା ଏକ ଜଙ୍ଗଲ, କିନ୍ତୁ ତୁମ୍ଭମାନେେ ଏଠା ରେ ବୃକ୍ଷ ସଫା କରିପାରିବ। ଏବଂ ଏହାକକ୍ସ୍ଟ ଏକ ସକ୍ସ୍ଟନ୍ଦର ବାସପୋୟୋଗି କରିପାରିବ। ଏବଂ ତୁମ୍ଭେ ଏହାର ମାଲିକାନ ପାଇବ। ତୁମ୍ଭମାନେେ ବଳପୂର୍ବକ କିଣାନୀଯ ଲୋକମାନଙ୍କୁ ସଠାେରକ୍ସ୍ଟ ତଡି ଦିଅ। ତୁମ୍ଭମାନେେ ସମାନଙ୍କେୁ ପରାସ୍ତ କରିପାରିବ ଯଦିଓ ସମାନେେ ଶକ୍ତିଶାଳୀ ଓ ସମାନଙ୍କେ ପାଖ ରେ ବହକ୍ସ୍ଟତ ଅସ୍ତ୍ରଶସ୍ତ୍ର ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ; ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହରଥ ଥିଲେ ହେଁ ଓ ସେମାନେ ପରାକ୍ରା; ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ିଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେହି ପର୍ବତମୟ ଦେଶକୁ ନେବ। ଏହା ଏକ ଜଙ୍ଗଲ, କିନ୍ତୁ ତୁମ୍ଭେମାନେ ଏଠାରେ ବୃକ୍ଷ ସଫା କରି ପାରିବ। ଏବଂ ଏହାକୁ ଏକ ସୁନ୍ଦର ବାସପୋଯୋଗୀ କରି ପାରିବ। ଏବଂ ତୁମ୍ଭେ ଏହାର ମାଲିକାନା ପାଇବ। ତୁମ୍ଭେମାନେ ବଳପୂର୍ବକ କିଣାନୀୟ ଲୋକମାନଙ୍କୁ ସେଠାରୁ ତଡ଼ି ଦିଅ। ତୁମ୍ଭେମାନେ ସେମାନଙ୍କୁ ପରାସ୍ତ କରି ପାରିବ ଯଦିଓ ସେମାନେ ଶକ୍ତିଶାଳୀ ଓ ସେମାନଙ୍କ ପାଖରେ ବହୁତ ଅସ୍ତ୍ରଶସ୍ତ୍ର ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହ ରଥ ଥିଲେ ହେଁ ଓ ସେମାନେ ପରାକ୍ରାନ୍ତ ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପର୍ବତମୟ ଦେଶ ତୁମ୍ଭର ହେବ; ପୁଣି ତାହା ବନ ହେଲେ ହେଁ ତୁମ୍ଭେ ତାହା କାଟି ପକାଇବ ଓ ତହିଁର ସୀମା ତୁମ୍ଭର ହେବ; କାରଣ କିଣାନୀୟମାନଙ୍କ ଲୌହରଥ ଥିଲେହେଁ ଓ ସେମାନେ ପରାକ୍ରାନ୍ତ ହେଲେ ହେଁ ତୁମ୍ଭେ ସେମାନଙ୍କୁ ତଡ଼ିଦେବ।