Joshua 17:2 — Compare Translations
5 translations compared side by side
Odia - 1840
"ଏହି ଭୂମି ମଧ୍ଯ ମନଃଶିର ଅନ୍ୟ ବଂଶଧରମାନେ ପାଇଲେ। ସେ ବଂଶଧରମାନେ ଥିଲେ, ଅବୀଯଷେର ସନ୍ତାନଗଣ, ହେଲକ ସନ୍ତାନଗଣ, ଅସ୍ତ୍ରୀଯଲେ ସନ୍ତାନଗଣ, ଶେଖମ ସନ୍ତାନଗଣ, ହଫରେ ସନ୍ତାନଗଣ ଓ ଶମୀଦା ସନ୍ତାନଗଣମାନେ ବାଣ୍ଟି ନେଲେ। ଏମାନେ ସମାନଙ୍କେର ନିଜ ନିଜ ବଂଶାନକ୍ସ୍ଟସା ରେ ଯୋଷଫେର ପକ୍ସ୍ଟତ୍ର ମନଃଶିର ପକ୍ସ୍ଟତ୍ର ସନ୍ତାନମାନେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରାୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଭୂମି ମଧ୍ୟ ମନଃଶିର ଅନ୍ୟ ବଂଶଧରମାନେ ପାଇଲେ। ସେ ବଂଶଧରମାନେ ଥିଲେ, ଅବୀୟେଷର ସନ୍ତାନଗଣ, ହେଲେକ ସନ୍ତାନଗଣ, ଅସ୍ରୀୟେଲ ସନ୍ତାନଗଣ, ଶେଖମ ସନ୍ତାନଗଣ, ହେଫର ସନ୍ତାନଗଣ ଓ ଶମୀଦା ସନ୍ତାନଗଣ ବାଣ୍ଟି ନେଲେ। ଏମାନେ ସେମାନଙ୍କର ନିଜ ନିଜ ବଂଶାନୁସାରେ ଯୋଷେଫଙ୍କର ପୁତ୍ର ମନଃଶିର ପୁତ୍ର ସନ୍ତାନମାନେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନଃଶିର ଅବଶିଷ୍ଟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ବାଣ୍ଟ ହେଲା; ଯଥା, ଅବୀୟେଷର-ସନ୍ତାନଗଣ ଓ ହେଲକ-ସନ୍ତାନଗଣ ଓ ଅସ୍ରୀୟେଲ-ସନ୍ତାନଗଣ ଓ ଶେଖମ-ସନ୍ତାନଗଣ ଓ ହେଫର-ସନ୍ତାନଗଣ ଓ ଶମୀଦା-ସନ୍ତାନଗଣ ନିମନ୍ତେ ବାଣ୍ଟ ହେଲା; ଏମାନେ ଆପଣା ଆପଣା ବଂଶାନୁସାରେ ଯୋଷେଫର ପୁତ୍ର ମନଃଶିର ପୁତ୍ରସନ୍ତାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)