Joshua 17:3 — Compare Translations
5 translations compared side by side
Odia - 1840
"ସଲଫାଦର ଥିଲେ ହଫରେ ପକ୍ସ୍ଟତ୍ର, ହଫରେ ଥିଲେ ଗିଲିଯଦର ପକ୍ସ୍ଟତ୍ର, ଗିଲିଯଦ ଥିଲେ ମାଖୀର ପକ୍ସ୍ଟତ୍ର ଏବଂ ମାଖୀର ଥିଲେ ମନଃଶିର ପକ୍ସ୍ଟତ୍ର। ସଲଫାଦର କୌଣସି ପକ୍ସ୍ଟତ୍ର ନଥିଲେ। କିନ୍ତୁ ତାଙ୍କର ପାଞ୍ଚ କନ୍ଯା ଥିଲେ। ସେ ଝିଅମାନଙ୍କର ନାମ ଥିଲା, ମହଲା, ନୋଯା, ହଗଲା, ମିଲ୍ଲା ଓ ତିର୍ସା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ସଲଫାଦର ପୁତ୍ରସନ୍ତାନ ନ ଥିଲେ, କେବଳ କେତେକ କନ୍ୟା ଥିଲେ; ତାହାର କନ୍ୟାମାନଙ୍କ ନାମ ମହଲା ଓ ନୋୟା ଓ ହଗ୍ଲା ଓ ମିଲ୍କା ଓ ତିର୍ସା ।
Odia Bible ERV 2004 (ପବିତ୍ର ବାଇବଲ)
ସଲଫାଦ ଥିଲେ ହେଫର ପୁତ୍ର, ହେଫର ଥିଲେ ଗିଲିୟଦର ପୁତ୍ର, ଗିଲିୟଦ ଥିଲେ ମାଖୀରର ପୁତ୍ର ଏବଂ ମାଖୀର ଥିଲେ ମନଃଶିର ପୁତ୍ର। ସଲଫାଦର କୌଣସି ପୁତ୍ର ନ ଥିଲେ। କିନ୍ତୁ ତାଙ୍କର ପାଞ୍ଚ କନ୍ୟା ଥିଲେ। ସେ ଝିଅମାନଙ୍କର ନାମ ଥିଲା, ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ସଲଫାଦର ପୁତ୍ରସନ୍ତାନ ନ ଥିଲେ, କେବଳ କେତେକ କନ୍ୟା ଥିଲେ; ତାହାର କନ୍ୟାମାନଙ୍କ ନାମ ମହଲା ଓ ନୋୟା ଓ ହଗ୍ଲା ଓ ମିଲ୍କା ଓ ତିର୍ସା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ସଲଫାଦର ପୁତ୍ରସନ୍ତାନ ନ ଥିଲେ, କେବଳ କେତେକ କନ୍ୟା ଥିଲେ; ତାହାର କନ୍ୟାମାନଙ୍କ ନାମ ମହଲା ଓ ନୋୟା ଓ ହଗ୍ଲା ଓ ମିଲ୍କା ଓ ତିର୍ସା।