Joshua 17:4 — Compare Translations
5 translations compared side by side
Odia - 1840
"ଏହି ଝିଅମାନେ ଇଲିଯାସର ଯାଜକ ପାଖକକ୍ସ୍ଟ ଗଲେ। ନୂନର ପକ୍ସ୍ଟତ୍ର ଯିହାଶୂେୟ ଏବଂ ସମସ୍ତ ସନୋପତିଗଣ। କନ୍ଯାଗଣ କହିଲେ, ଆମ୍ଭମାନଙ୍କ ପୁରୁଷ ସଐର୍କୀଯମାନଙ୍କ ପରି ଆମ୍ଭକକ୍ସ୍ଟ ଭୂମି ଦବୋକକ୍ସ୍ଟ ସଦାପ୍ରଭୁ ମାଶାଙ୍କେକ୍ସ୍ଟ ଆଜ୍ଞା ଦଇେଥିଲେ। ତେଣୁ ସଦାପ୍ରଭୁଙ୍କ ଆଜ୍ଞାନକ୍ସ୍ଟସା ରେ ସମାନେେ ସମାନଙ୍କେର ପିତାର ଭାତୃଗଣ ମଧିଅରେ ସମାନଙ୍କେୁ ଏକ ଅଧିକାର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଝିଅମାନେ ଇଲିୟାସର ଯାଜକ, ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ସେନାପତିଗଣଙ୍କ ପାଖକୁ ଗଲେ। କନ୍ୟାଗଣ କହିଲେ, “ଆମ୍ଭମାନଙ୍କ ପୁରୁଷ ସମ୍ପର୍କୀୟମାନଙ୍କ ପରି ଆମ୍ଭକୁ ଭୂମି ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ।” ତେଣୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସେମାନଙ୍କର ପିତାର ଭାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଅଧ୍ୟକ୍ଷମାନଙ୍କ ନିକଟକୁ ଆସି କହିଲେ, ଆମ୍ଭମାନଙ୍କ ଭ୍ରାତୃଗଣ ମଧ୍ୟରେ ଆମ୍ଭମାନଙ୍କୁ ଏକ ଅଧିକାର ଦେବାକୁ ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିଲେ; ଏହେତୁ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସେମାନଙ୍କ ପିତାର ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ଏକ ଅଧିକାର ଦେଲେ।
Odia IRV 2017 (ଓଡିଆ ବାଇବେଲ)