Joshua 17:5 — Compare Translations

5 translations compared side by side

Odia - 1840
"ତେଣୁ ମନଃଶିର ବଂଶଧର ୟର୍ଦ୍ଦନ ନଦୀର ପଶ୍ଚିମ ପଟରକ୍ସ୍ଟ ଦଶଟି ଅଞ୍ଚଳ ଏବଂ ଅଧିକ ଦକ୍ସ୍ଟଇଟି ଅଞ୍ଚଳ ଗିଲିଯଦ ଓ ବାଶନ ୟର୍ଦ୍ଦନ ନଦୀର ଆର ପାରି ରେ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମନଃଶିର ବଂଶଧର ଯର୍ଦ୍ଦନ ନଦୀର ପଶ୍ଚିମ ପଟରୁ ଦଶ ଗୋଟି ଅଞ୍ଚଳ ଏବଂ ଅଧିକ ଦୁଇଟି ଅଞ୍ଚଳ ଗିଲିୟଦ ଓ ବାଶନ ଯର୍ଦ୍ଦନ ନଦୀର ଆର ପାରିରେ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଯର୍ଦ୍ଦନର ସେପାରିସ୍ଥ ଗିଲୀୟଦ ଓ ବାଶନ ଛଡ଼ା ମନଃଶିର ବାଣ୍ଟରେ ଦଶ ଅଂଶ ପଡ଼ିଲା।