Joshua 17:7 — Compare Translations
5 translations compared side by side
Odia - 1840
"ମନଃଶିର ଅଞ୍ଚଳ ଥିଲା ଅଶରେ ଓ ମିକ୍ମଥତ୍ ମଧ୍ଯବର୍ତ୍ତୀ, ଏହା ଥିଲା ଶିଖ୍ମ ନିକଟବର୍ତ୍ତୀ। ଏହାର ସୀମା ଦକ୍ଷିଣରକ୍ସ୍ଟ ଐନ୍ନ-ତପୂହନିବାସୀ ନିକଟବର୍ତ୍ତୀ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନଃଶିର ସୀମା ଆଶେର୍ଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍ମଥତ୍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶିର ଅଞ୍ଚଳ ଥିଲା ଆଶେର ଓ ମିକ୍ମଥତ୍ ମଧ୍ୟବର୍ତ୍ତୀ, ଏହା ଥିଲା ଶିଖିମ ନିକଟବର୍ତ୍ତୀ। ଏହାର ସୀମା ଦକ୍ଷିଣରୁ ଐନ୍ନ-ତପୂହନିବାସୀମାନଙ୍କ ନିକଟବର୍ତ୍ତୀ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍ମଥତ୍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।
Odia IRV 2017 (ଓଡିଆ ବାଇବେଲ)
ମନଃଶିର ସୀମା ଆଶେରଠାରୁ ଶିଖିମ ସମ୍ମୁଖସ୍ଥିତ ମିକ୍ମଥତ୍ ପର୍ଯ୍ୟନ୍ତ ଥିଲା; ତହୁଁ ସେ ସୀମା ଦକ୍ଷିଣ ଦିଗ ହୋଇ ଐନ୍-ତପୂହ ନିବାସୀମାନଙ୍କ ନିକଟ ପର୍ଯ୍ୟନ୍ତ ଗଲା।