Joshua 17:9 — Compare Translations

5 translations compared side by side

Odia - 1840
"ମନଃଶିର ସୀମା ଦକ୍ଷିଣରକ୍ସ୍ଟ କାନ୍ନା ନଦୀ ପର୍ୟ୍ଯନ୍ତ ଲାଗି ରହିଲା। ଏହି ଅଞ୍ଚଳ ମନଃଶିର ବଂଶଧରଙ୍କ ଅଧିନ ରେ ରହିଲା। କିନ୍ତୁ ନଗରଟି ଇଫ୍ରଯିମମାନଙ୍କ ଅଧିନ ରେ ରହିଲା। ମନଃଶିର ସୀମା ନଦୀର ଉତ୍ତର ସିମାସ୍ଥଠାରକ୍ସ୍ଟ ଆରମ୍ଭ କରି ପଶ୍ଚିମର ସମକ୍ସ୍ଟଦ୍ର ପର୍ୟ୍ଯନ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମନଃଶିର ସୀମା ଦକ୍ଷିଣରୁ କାନ୍ନା ନଦୀ ପର୍ଯ୍ୟନ୍ତ ଲାଗି ରହିଲା। ଏହି ଅଞ୍ଚଳ ମନଃଶିର ବଂଶଧରଙ୍କ ଅଧୀନରେ ରହିଲା। କିନ୍ତୁ ନଗରଟି ଇଫ୍ରୟିମମାନଙ୍କ ଅଧୀନରେ ରହିଲା। ମନଃଶିର ସୀମା ନଦୀର ଉତ୍ତର ସୀମାଠାରୁ ଆରମ୍ଭ କରି ପଶ୍ଚିମର ସମୁଦ୍ର ପର୍ଯ୍ୟନ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେହି ସୀମା କାନ୍ନା ନଦୀ ଆଡ଼କୁ ଗଡ଼ି ସେହି ନଦୀର ଦକ୍ଷିଣକୁ ଗଲା; ମନଃଶିର ସକଳ ନଗର ମଧ୍ୟରେ ଏହିସବୁ ନଗର ଇଫ୍ରୟିମର ଥିଲା, ମନଃଶିର ସୀମା ନଦୀର ଉତ୍ତର ଦିଗରେ ଥିଲା ଓ ତହିଁର ଅନ୍ତଭାଗ ସମୁଦ୍ରରେ ଥିଲା।