Joshua 18:1 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ସମସ୍ତ ଲୋକ ଶୀଲୋଠା ରେ ଏକତ୍ରୀତ ହେଲେ। ସମାନେେ ପ୍ରେତ୍ୟକକ ସ୍ଥାନ ରେ ସମାଗମ ତମ୍ବୁ ସ୍ଥାପନ କଲେ। ସମାନଙ୍କେର ଦେଶକକ୍ସ୍ଟ ନିଜ ଅଧିନ ରେ ରଖିପାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ଵୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବଶିଷ୍ଟ ଭୂମିକୁ ବାଣ୍ଟି ନେଲେ ଇସ୍ରାଏଲର ସମସ୍ତ ଲୋକ ଶୀଲୋଠାରେ ଏକତ୍ରିତ ହେଲେ। ସେମାନେ ସେହି ସ୍ଥାନରେ ସମାଗମ-ତମ୍ବୁ ସ୍ଥାପନ କଲେ। ସେମାନଙ୍କର ଦେଶକୁ ନିଜ ଅଧୀନରେ ରଖି ପାରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।