Joshua 18:10 — Compare Translations
5 translations compared side by side
Odia - 1840
"ଯିହାଶୂେୟ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ସମାନଙ୍କେ ପାଇଁ ଭାଗ ଗକ୍ସ୍ଟଳା ପକାଇଲେ। ଏହିପରି ଭାବରେ ଯିହାଶୂେୟ ଉକ୍ତ ଜମିକକ୍ସ୍ଟ ସାତ ଗକ୍ସ୍ଟଣ ରେ ବିଭକ୍ତ କରି ଇଶ୍ରାୟେଲର ପରିବାରବର୍ଗ ମଧିଅରେ ଭାଗ କଲେ। ପ୍ରେତ୍ୟକକ ଜଣ ତାଙ୍କର ଅଂଶ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୋଶୂୟ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ପାଇଁ ଭାଗ ଗୁଳା ପକାଇଲେ। ଏହିପରି ଭାବରେ ଯିହୋଶୂୟ ଉକ୍ତ ଜମିକୁ ସାତ ଭାଗରେ ବିଭକ୍ତ କରି ଇସ୍ରାଏଲର ପରିବାରବର୍ଗ ମଧ୍ୟରେ ଭାଗ କଲେ। ପ୍ରତ୍ୟେକ ଜଣ ତାଙ୍କର ଅଂଶ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ-ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଯିହୋଶୂୟ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କଲେ; ପୁଣି ଯିହୋଶୂୟ ସେହି ସ୍ଥାନରେ ଇସ୍ରାଏଲ ସନ୍ତାନଗଣର ବିଭାଗାନୁସାରେ ଦେଶ ବାଣ୍ଟ କରି ସେମାନଙ୍କୁ ଦେଲେ।