Joshua 18:11 — Compare Translations
5 translations compared side by side
Odia - 1840
"ବିନ୍ଯାମୀନ ପରିବାରବର୍ଗଗଣ ୟିହକ୍ସ୍ଟଦା ଓ ଯୋଷଫଙ୍କେର ମଧ୍ଯବର୍ତ୍ତୀ ଅଞ୍ଚଳ ରେ ଭୂମି ପାଇଲେ। ବିନ୍ଯାମୀନ ପ୍ରେତ୍ୟକକ ପରିବାରବର୍ଗର ଲୋକମାନେ ସମାନଙ୍କେର ଭାଗ ପାଇଲେ। ଏହି ଭୂମି ଯାହାକି ବିଦ୍ଯାମୀନ ପରିବାରବର୍ଗମାନଙ୍କ ପାଇଁ ସ୍ଥିର କରାୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବିନ୍ୟାମୀନ-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା । ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନ ବଂଶଧରଙ୍କ ପାଇଁ ଭୂମି ବିନ୍ୟାମୀନର ପରିବାରବର୍ଗଗଣ ଯିହୁଦା ଓ ଯୋଷେଫଙ୍କର ମଧ୍ୟବର୍ତ୍ତୀ ଅଞ୍ଚଳରେ ଭୂମି ପାଇଲେ। ବିନ୍ୟାମୀନ ପ୍ରତ୍ୟେକ ପରିବାରବର୍ଗର ଲୋକମାନେ ସେମାନଙ୍କର ଭାଗ ପାଇଲେ। ଏହି ଭୂମି ଯାହାକି ବିନ୍ୟାମୀନ ପରିବାରବର୍ଗଙ୍କ ପାଇଁ ସ୍ଥିର କରାଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବିନ୍ୟାମୀନ୍-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ବିନ୍ୟାମୀନ୍-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା। ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା।